1 Kings 20:38 — Compare Translations
5 translations compared side by side
Odia - 1840
"ତେଣୁ ଭବିଷ୍ଯଦ୍ବକ୍ତା ଆପଣା ମୁଖ ରେ ବସ୍ତ୍ର ଆବୃତ କରି ଛଦ୍ମ ବେଶ ରେ ରହିଲା ଓ ତାକୁ କହେି ଜାଣିପାରିଲେ ନାହିଁ। ସେ ପଥ ମଧିଅରେ ସହେି ଦେଶ ରେ ରାଜାଙ୍କୁ ଅପେକ୍ଷା କରି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଭବିଷ୍ୟଦ୍ବକ୍ତା ପ୍ରସ୍ଥାନ କରି ପଥରେ ରାଜାଙ୍କ ଅପେକ୍ଷାରେ ରହିଲା ଓ ଆପଣା ଚକ୍ଷୁ ଉପରେ ପାଗ ବାନ୍ଧି ଛଦ୍ମବେଶ ଧରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଭବିଷ୍ୟଦ୍ବକ୍ତା ଆପଣା ମୁଖରେ ବସ୍ତ୍ର ଆବୃତ କରି ଛଦ୍ମ ବେଶରେ ରହିଲା ଓ ତାକୁ କେହି ଜାଣି ପାରିଲେ ନାହିଁ। ସେ ପଥ ମଧ୍ୟରେ ସେହି ଦେଶରେ ରାଜାଙ୍କୁ ଅପେକ୍ଷା କରି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଭବିଷ୍ୟଦ୍ବକ୍ତା ପ୍ରସ୍ଥାନ କରି ପଥରେ ରାଜାଙ୍କ ଅପେକ୍ଷାରେ ରହିଲା ଓ ଆପଣା ଚକ୍ଷୁ ଉପରେ ପାଗ ବାନ୍ଧି ଛଦ୍ମବେଶ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଭବିଷ୍ୟଦ୍ବକ୍ତା ପ୍ରସ୍ଥାନ କରି ପଥରେ ରାଜାଙ୍କ ଅପେକ୍ଷାରେ ରହିଲା ଓ ଆପଣା ଚକ୍ଷୁ ଉପରେ ପାଗ ବାନ୍ଧି ଛଦ୍ମବେଶ ଧରିଲା।