1 Kings 20:39 — Compare Translations

5 translations compared side by side

Odia - 1840
"ରାଜା ତା'ବାଟ ଦଇେ ଗଲା ବେଳେ ସେ ରାଜାଙ୍କୁ କହିଲା, ମୁଁ ୟୁଦ୍ଧ ଭୂମିକୁ ୟାଇଥିଲି। ଆମ୍ଭର ଜଣେ ଲୋକ ଜଣେ ଶତୃ ସୈନ୍ଯକୁ ଆଣି ମାେତେ କହିଲେ, 'ଏହି ଲୋକଟିକୁ ଜଗ, ଯଦି ସେ ପଳାଯନ କରେ ତବେେ ତୁମ୍ଭେ ତା' ବଦଳ ରେ ତୁମ୍ଭର ଜୀବନ ଦବେ। ନଚେତ୍ ଏକତାଳନ୍ତ ରୂପା ଦବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋʼ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳ; ରୂପା ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ତା’ବାଟ ଦେଇ ଗଲାବେଳେ ସେ ରାଜାଙ୍କୁ କହିଲା, “ମୁଁ ଯୁଦ୍ଧ ଭୂମିକୁ ଯାଇଥିଲି। ଆମ୍ଭର ଜଣେ ଲୋକ ଜଣେ ଶତ୍ରୁ ସୈନ୍ୟକୁ ଆଣି ମୋତେ କହିଲେ, ‘ଏହି ଲୋକଟିକୁ ଜଗ, ଯଦି ସେ ପଳାୟନ କରେ ତେବେ ତୁମ୍ଭେ ତା’ ବଦଳରେ ତୁମ୍ଭର ଜୀବନ ଦେବ। ନଚେତ୍ ଏକତାଳନ୍ତ ରୂପା ଦେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; “ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋʼ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ‘ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳନ୍ତ ରୂପା ଦେବ।’
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; “ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋ’ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ‘ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳନ୍ତ ରୂପା ଦେବ।’