1 Kings 20:4 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ରାଜା ଉତ୍ତର ଦେଲେ, ହେ ମାରେ ପ୍ରଭୁ, ମହାରାଜ, ଆପଣଙ୍କ ବାକ୍ଯାନୁସା ରେ ମୁଁ ଓ ମାରେ ସର୍ବସ୍ବ ଆପଣଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ଵ ହିଁ ଆପଣଙ୍କର ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଉତ୍ତର ଦେଲେ, “ହେ ମୋର ପ୍ରଭୁ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ଆପଣଙ୍କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୁ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”