1 Kings 20:40 — Compare Translations
5 translations compared side by side
Odia - 1840
"ମୁଁ ଏଣେ ତଣେେ କାର୍ୟ୍ଯରତ ଥିଲା ବେଳେ ସେ ଖସିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା । ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, ତୁମ୍ଭର ସେହି ପ୍ରକାର ଦଣ୍ତ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏଣେ ତେଣେ କାର୍ଯ୍ୟରତ ଥିଲା ବେଳେ ସେ ଖସିଗଲା।” ତହିଁରେ ଇସ୍ରାଏଲର ରାଜା କହିଲେ, “ତୁମ୍ଭେ ଶତ୍ରୁକୁ ଛାଡ଼ି ଦେଇଥିବାରୁ ଦୋଷୀ ହୋଇଅଛ। ତୁମ୍ଭର ନିଜର ବାକ୍ୟସବୁ ତୁମ୍ଭର ନିଷ୍ପତ୍ତି ଉଚ୍ଚାରଣ କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା।” ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, “ତୁମ୍ଭର ସେହି ପ୍ରକାର ଦଣ୍ଡ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା।” ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, “ତୁମ୍ଭର ସେହି ପ୍ରକାର ଦଣ୍ଡ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ।”