1 Kings 20:41 — Compare Translations
5 translations compared side by side
Odia - 1840
"ଏହାପରେ ସହେି ଭବିଷ୍ଯତ ବକ୍ତା ତା'ର ମୁହଁରୁ ବସ୍ତ୍ର କାଢିନଲୋ। ଇଶ୍ରାୟେଲର ରାଜା ତାକୁ ଜାଣିଲେ ଯେ ସେ ଭବିଷ୍ଯଦ୍ବକ୍ତାମାନଙ୍କ ମଧ୍ଯରୁ ଅନ୍ୟତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଶୀଘ୍ର ଆପଣା ଚକ୍ଷୁରୁ ପାଗ କାଢ଼ି ପକାଇଲାନ୍ତତହୁଁ ସେ ଯେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ, ଏହା ଇସ୍ରାଏଲର ରାଜା ଚିହ୍ନିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ଭବିଷ୍ୟଦ୍ବକ୍ତା ତା’ର ମୁହଁରୁ ବସ୍ତ୍ର କାଢ଼ିନେଲା। ଇସ୍ରାଏଲର ରାଜା ତାକୁ ଜାଣିଲେ ଯେ ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରୁ ଅନ୍ୟତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଶୀଘ୍ର ଆପଣା ଚକ୍ଷୁରୁ ପାଗ କାଢ଼ି ପକାଇଲା; ତହୁଁ ସେ ଯେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ, ଏହା ଇସ୍ରାଏଲର ରାଜା ଚିହ୍ନିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଶୀଘ୍ର ଆପଣା ଚକ୍ଷୁରୁ ପାଗ କାଢ଼ି ପକାଇଲା; ତହୁଁ ସେ ଯେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ, ଏହା ଇସ୍ରାଏଲର ରାଜା ଚିହ୍ନିଲେ।