1 Kings 20:42 — Compare Translations

5 translations compared side by side

Odia - 1840
"ତତ୍ପରେ ସେ ଭବିଷ୍ଯଦ୍ବକ୍ତା ରାଜାଙ୍କୁ କହିଲେ, ସଦାପ୍ରଭୁ ଏହିକଥା କହନ୍ତି, 'ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ଦଇେଥିଲୁ, ତୁମ୍ଭେ ତାକୁ ଆପଣା ହସ୍ତ ରେ ଛାଡିଅଛ। ଏଣୁ ତା'ର ପ୍ରାଣ ବଦଳ ରେ ତୁମ୍ଭର ପ୍ରାଣ ୟିବ। ଆଉ ତାହାର ଲୋକମାନଙ୍କ ବଦଳ ରେ ତୁମ୍ଭର ଲୋକମାନେ ଯିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଭବିଷ୍ୟଦ୍ବକ୍ତା ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ବର୍ଜ୍ଜିତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ସେ ଭବିଷ୍ୟ‌ଦ୍‌ବକ୍ତା ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହିକଥା କହନ୍ତି, ‘ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ଦେଇଥିଲୁ, ତୁମ୍ଭେ ତାକୁ ଆପଣା ହସ୍ତରେ ଛାଡ଼ିଅଛ। ଏଣୁ ତା’ର ପ୍ରାଣ ବଦଳରେ ତୁମ୍ଭର ପ୍ରାଣ ଯିବ। ଆଉ ତାହାର ଲୋକମାନଙ୍କ ବଦଳରେ ତୁମ୍ଭର ଲୋକମାନେ ଯିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ‘ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।”