1 Kings 20:43 — Compare Translations

5 translations compared side by side

Odia - 1840
"ତା'ପରେ ଇଶ୍ରାୟେଲର ରାଜା ବିଦୀର୍ଣ୍ଣ ଓ ବ୍ଯସ୍ତତା ହାଇେ ଶମରିଯା ରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲର ରାଜା ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇସ୍ରାଏଲର ରାଜା ବିଦୀର୍ଣ୍ଣ ଓ ବ୍ୟସ୍ତତା ହୋଇ ଶମରିୟାରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲର ରାଜା ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲର ରାଜା ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ।