1 Kings 20:5 — Compare Translations
5 translations compared side by side
Odia - 1840
"ତା'ପରେ ଦୂତମାନେ ଆହାବ୍ଙ୍କ ନିକଟକୁ ଫରେିଆସି କହିଲେ, ବିନହଦଦ୍ କହନ୍ତି, 'ତୁମ୍ଭେ ଆପଣା ରୂପା, ସୁନା, ଭାର୍ୟ୍ଯା ଓ ସନ୍ତାନମାନଙ୍କୁ ମାେ ହସ୍ତ ରେ ସମର୍ପଣ କର ବୋଲି ମୁଁ କହି ପଠାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, ବିନ୍ହଦଦ୍ ଏହି କଥା କହନ୍ତି, ତୁମ୍ଭେ ଆପଣା ରୂପା ଓ ଆପଣା ସୁନା ଓ ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି ପ୍ରମାଣ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦୂତମାନେ ଆହାବଙ୍କ ନିକଟକୁ ଫେରି ଆସି କହିଲେ, “ବିନ୍ହଦଦ୍ କହନ୍ତି, ‘ତୁମ୍ଭେ ଆପଣା ରୂପା, ସୁନା, ଭାର୍ଯ୍ୟା ଓ ସନ୍ତାନମାନଙ୍କୁ ମୋ’ ହସ୍ତରେ ସମର୍ପଣ କର ବୋଲି ମୁଁ କହି ପଠାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍ହଦଦ୍ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍ହଦଦ୍ ଏହି କଥା କହନ୍ତି, ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋ’ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;