1 Kings 20:6 — Compare Translations

5 translations compared side by side

Odia - 1840
"ଆସନ୍ତାକାଲି ପ୍ରାଯ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ମାରେ ଦାସମାନଙ୍କୁ ପଠାଇବି, ସମାନେେ ତୁମ୍ଭର ଗୃହ ଓ ତୁମ୍ଭ ଅଧିକାରୀମାନଙ୍କର ଗୃହ ଅନୁସନ୍ଧାନ କରିବେ। ଯାହା କିଛି ମୂଲ୍ଯବାନ ଜିନିଷ ପାଇବେ ସମାନେେ ନଇେଯିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସନ୍ତାକାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ମୋର ଦାସମାନଙ୍କୁ ପଠାଇବି, ସେମାନେ ତୁମ୍ଭର ଗୃହ ଓ ତୁମ୍ଭ ଅଧିକାରୀମାନଙ୍କର ଗୃହ ଅନୁସନ୍ଧାନ କରିବେ। ଯାହାକିଛି ମୂଲ୍ୟବାନ ଜିନିଷ ପାଇବେ ସେମାନେ ନେଇଯିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।’”
Odia IRV 2017 (ଓଡିଆ ବାଇବେଲ)
ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।”