1 Kings 20:7 — Compare Translations
5 translations compared side by side
Odia - 1840
"ତେଣୁ ରାଜା ଆହାବ୍ ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇଲେ ଏବଂ କହିଲେ, ମୁଁ ବିନଯ କରି କହୁଛି, ବିଗ୍ଭର କର, ବିନ୍ହଦଦ୍ ଅସୁବିଧା ସୃଷ୍ଟି କରୁଛି। ପ୍ରଥମେ ସେ ମାରେ ଭାର୍ୟ୍ଯା, ମାରେ ସନ୍ତାନଗଣ, ମାରେ ସୂନା, ରୂପା ନବୋକୁ ଲୋକ ପଠାଇଲା ଓ ସେ ସବୁ ଦବୋକୁ ମୁଁ ସମ୍ମତ ହଲିେ। ମାତ୍ର ସେ ବର୍ତ୍ତମାନ ସବୁକିଛି ନବୋକୁ ଗ୍ଭହୁଁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କିପ୍ରକାରେ ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋʼ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ନାସ୍ତି କଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଆହାବ ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇଲେ ଏବଂ କହିଲେ, “ମୁଁ ବିନୟ କରି କହୁଛି, ବିଗ୍ଭର କର, ବିନ୍ହଦଦ୍ ଅସୁବିଧା ସୃଷ୍ଟି କରୁଛି। ପ୍ରଥମେ ସେ ମୋର ଭାର୍ଯ୍ୟା, ମୋର ସନ୍ତାନଗଣ, ମୋର ସୁନା, ରୂପା ନେବାକୁ ଲୋକ ପଠାଇଲା ଓ ସେ ସବୁ ଦେବାକୁ ମୁଁ ସମ୍ମତ ହେଲି। ମାତ୍ର ସେ ବର୍ତ୍ତମାନ ସବୁକିଛି ନେବାକୁ ଗ୍ଭହୁଁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କିପରି ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋʼ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କି ପ୍ରକାରେ ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋ’ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।”