1 Kings 20:8 — Compare Translations

5 translations compared side by side

Odia - 1840
"ଏଥି ରେ ସମସ୍ତ ପ୍ରାଚୀନବର୍ଗ ଓ ସମସ୍ତ ଲୋକ ରାଜାଙ୍କୁ କହିଲେ, ଆପଣ ତାଙ୍କ କଥା ରେ କର୍ଣ୍ଣପାତ କରନ୍ତୁ ନାହିଁ କିମ୍ବା ସେଥି ରେ ସମ୍ମତ ହୁଅନ୍ତୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମସ୍ତ ଲୋକ ରାଜାଙ୍କୁ କହିଲେ, “ଆପଣ ତାଙ୍କ କଥାରେ କର୍ଣ୍ଣପାତ କରନ୍ତୁ ନାହିଁ କିମ୍ବା ସେଥିରେ ସମ୍ମତ ହୁଅନ୍ତୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, “ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, “ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ।”