1 Kings 20:9 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଆହାବ୍ ବିନହଦଦ୍ଙ୍କ ନିକଟକୁ ସମ୍ବାଦ ପଠାଇ କହିଲେ, ପ୍ରଥମେ ଆପଣ ଯାହା କହିଥିଲେ ମୁଁ ତାହା କରିବି ମାତ୍ର ଦ୍ବିତୀୟ ରେ ଯେଉଁ ଆଜ୍ଞା ଦେଲେ ତାହା ପାଳନ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ବିନ୍ହଦଦ୍ର ଦୂତମାନଙ୍କୁ କହିଲେ, ମୋହର ପ୍ରଭୁ ମହାରାଜଙ୍କୁ କୁହ, ଆପଣ ପ୍ରଥମେ ଆପଣା ଦାସ ନିକଟକୁ ଯହିଁ ପାଇଁ ପଠାଇଥିଲେ, ସେସବୁ ମୁଁ କରିବି; ମାତ୍ର ଏହି କାର୍ଯ୍ୟ ମୁଁ କରି ପାରିବି ନାହିଁ । ତହୁଁ ଦୂତମାନେ ପ୍ରସ୍ଥାନ କରି ତାହାକୁ ସମ୍ଵାଦ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଆହାବ ବି‌ନ୍‌ହଦ‌ଦଙ୍କ ନିକଟକୁ ସମ୍ବାଦ ପଠାଇ କହିଲେ, “ପ୍ରଥମେ ଆପଣ ଯାହା କହିଥିଲେ ମୁଁ ତାହା କରିବି ମାତ୍ର ଦ୍ୱିତୀୟରେ ଯେଉଁ ଆଜ୍ଞା ଦେଲେ ତାହା ପାଳନ କରିବି ନାହିଁ।” ରାଜା ବି‌ନ୍‌ହଦ‌ଦଙ୍କର ଦୂତମାନେ ରାଜାଙ୍କ ନିକଟକୁ ବାର୍ତ୍ତା ନେଇ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ବିନ୍‍ହଦଦ୍‍ର ଦୂତମାନଙ୍କୁ କହିଲେ, “ମୋହର ପ୍ରଭୁ ମହାରାଜଙ୍କୁ କୁହ, ଆପଣ ପ୍ରଥମେ ଆପଣା ଦାସ ନିକଟକୁ ଯହିଁ ପାଇଁ ପଠାଇଥିଲେ, ସେସବୁ ମୁଁ କରିବି; ମାତ୍ର ଏହି କାର୍ଯ୍ୟ ମୁଁ କରି ପାରିବି ନାହିଁ।” ତହୁଁ ଦୂତମାନେ ପ୍ରସ୍ଥାନ କରି ତାହାକୁ ସମ୍ବାଦ ଦେଲେ।
Odia IRV 2017 (ଓଡିଆ ବାଇବେଲ)