1 Kings 21:1 — Compare Translations
5 translations compared side by side
Odia - 1840
"ଶମରିଯା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ୟିଷ୍ରିଯଲେୀଯ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ତେ ଦ୍ରାକ୍ଷାକ୍ଷେତ୍ର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନାବୋତଙ୍କ ଦ୍ରାକ୍ଷାକ୍ଷେତ୍ର ଶମରିୟା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ଯିଷ୍ରିୟେଲୀୟ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।