1 Kings 21:10 — Compare Translations

5 translations compared side by side

Odia - 1840
"ଦୁଇଜଣ ପାପଧମ ଲୋକଙ୍କୁ ଖାଜେ ଓ ସମାନଙ୍କେୁ ନାବୋତ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବୋକୁ କୁହ। ସମାନେେ କହିବେ ଯେ, ସମାନେେ ଶୁଣିଲେ, ନାବୋତ ପରମେଶ୍ବର ଓ ରାଜାଙ୍କୁ ଅଭିଶାପ ଦଇେଛନ୍ତି। ତା'ପରେ ତାକୁ ନଗର ବାହାରକୁ ନଇେ ପଥରମାରି ବଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହା ସମ୍ମୁଖରେ ପାପାଧମ-ସନ୍ତାନ ଦୁଇ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ଵରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ । ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରିବଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇଜଣ ପାପଧମ ଲୋକଙ୍କୁ ଖୋଜ ଓ ସେମାନଙ୍କୁ ନାବୋତ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବାକୁ କୁହ। ସେମାନେ କହିବେ ଯେ, ସେମାନେ ଶୁଣିଲେ, ନାବୋତ ପରମେଶ୍ୱର ଓ ରାଜାଙ୍କୁ ଅଭିଶାପ ଦେଇଛନ୍ତି। ତା’ପରେ ତାକୁ ନଗର ବାହାରକୁ ନେଇ ପଥରମାରି ବଧ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।