1 Kings 21:11 — Compare Translations
5 translations compared side by side
Odia - 1840
"ତେଣୁ ନାବୋତର ନଗରସ୍ଥ ପ୍ରାଚୀନ ଓ ପ୍ରଧାନବର୍ଗ ଈଷବଲଙ୍କେ ପ୍ ରରେିତ ପତ୍ର ଅନୁସାରେ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର-ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ନାବୋତର ନଗରସ୍ଥ ପ୍ରାଚୀନ ଓ ପ୍ରଧାନବର୍ଗ ଈଷେବଲଙ୍କ ପ୍ରେରିତ ପତ୍ର ଅନୁସାରେ କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।