1 Kings 21:12 — Compare Translations

5 translations compared side by side

Odia - 1840
"ସମାନେେ ଗୋଟିଏ ଉପବାସର ଦିନ ଘୋଷଣା କଲେ। ସମସ୍ତ ଲୋକଙ୍କୁ ଏକତ୍ରୀତ ଡକାଇଲେ ଓ ଲୋକମାନଙ୍କ ସମ୍ମୁଖ ରେ ନାବୋତକୁ ଏକ ବିଶଷେ ଉଚ୍ଚ ସ୍ଥାନ ରେ ବସାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ବସାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗୋଟିଏ ଉପବାସର ଦିନ ଘୋଷଣା କଲେ। ସମସ୍ତ ଲୋକଙ୍କୁ ଏକତ୍ରିତ ଡକାଇଲେ ଓ ଲୋକମାନଙ୍କ ସମ୍ମୁଖରେ ନାବୋତକୁ ଏକ ବିଶେଷ ଉଚ୍ଚ ସ୍ଥାନରେ ବସାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ବସାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ବସାଇଲେ।