1 Kings 21:14 — Compare Translations

5 translations compared side by side

Odia - 1840
"ତତ୍ପରେ ସମାନେେ ଈଷବଲେ ନିକଟକୁ ବାର୍ତ୍ତା ପ୍ ରରଣେ କରି କହିଲେ, ନାବୋତ ପ୍ରସ୍ତରାଘାତ ରେ ମୃତ୍ଯୁବରଣ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ସେମାନେ ଈଷେବଲ୍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ସେମାନେ ଈଷେବଲ ନିକଟକୁ ବାର୍ତ୍ତା ପ୍ରେରଣ କରି କହିଲେ, “ନାବୋତ ପ୍ରସ୍ତରାଘାତରେ ମୃତ୍ୟୁବରଣ କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେମାନେ ଈଷେବଲ୍‍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ସେମାନେ ଈଷେବଲ୍‍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି।