1 Kings 21:17 — Compare Translations

5 translations compared side by side

Odia - 1840
"ଏହି ସମୟରେ ତିଶ୍ବୀଯ ଏଲିଯଙ୍କ ନିକଟରେ ସଦାପ୍ରଭୁଙ୍କର ବାର୍ତ୍ତା ଉପସ୍ଥିତ ହେଲା, ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ତି‌‌‌‌ଶ୍‌ବୀୟ ଏଲିୟଙ୍କ ନିକଟରେ ସଦାପ୍ରଭୁଙ୍କର ବାର୍ତ୍ତା ଉପସ୍ଥିତ ହେଲା, ଯଥା:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,