1 Kings 21:18 — Compare Translations

5 translations compared side by side

Odia - 1840
"ଶମରିଯାର ବାସିନ୍ଦା ଇଶ୍ରାୟେଲର ରାଜା ଆହାବ୍ ନିକଟକୁ ୟାଅ, ସେ ବର୍ତ୍ତମାନ ନାବୋତର ଦ୍ରାକ୍ଷାକ୍ଷେତ୍ର ରେ ଅଛି; ସେ ତା'ର ଦ୍ରାକ୍ଷାକ୍ଷେତ୍ରକୁ ନିଜ ଅଧିକାରକୁ ଆଣିବାକୁ ୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଶମରିୟାର ବାସିନ୍ଦା ଇସ୍ରାଏଲର ରାଜା ଆହାବ ନିକଟକୁ ଯାଅ, ସେ ବର୍ତ୍ତମାନ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି; ସେ ତା’ର ଦ୍ରାକ୍ଷାକ୍ଷେତ୍ରକୁ ନିଜ ଅଧିକାରକୁ ଆଣିବାକୁ ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।