1 Kings 21:19 — Compare Translations

5 translations compared side by side

Odia - 1840
"ଆହାବକୁ କୁହ, ମୁଁ ସଦାପ୍ରଭୁ କହୁଅଛି, 'ତୁମ୍ଭେ ନାବୋତକୁ ହତ୍ଯା କରିଛ ଓ ତା'ର ଦ୍ରାକ୍ଷାକ୍ଷେତ୍ରକୁ ଅଧିକାର କରିଅଛ, ମୁଁ ସଦାପ୍ରଭୁ କହୁଛି, ଯେଉଁ ସ୍ଥାନ ରେ ନାବୋତର ମୃତ୍ଯୁ ହାଇେଛି, ସହେି ସ୍ଥାନ ରେ ତୁମ୍ଭର ମୃତ୍ଯୁ ହବେ। କୁକୁରମାନେ ନାବୋତର ରକ୍ତକୁ ଯେଉଁ ସ୍ଥାନ ରେ ଗ୍ଭଟି ଖାଇଥିଲେ, ସହେି ସ୍ଥାନ ରେ ତୁମ୍ଭର ରକ୍ତ ମଧ୍ଯ ଗ୍ଭଟିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ତାହାକୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍ କରିଅଛ? ଆହୁରି ତୁମ୍ଭେ ତାହାକୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବକୁ କୁହ, ମୁଁ ସଦାପ୍ରଭୁ କହୁଅଛି, ‘ତୁମ୍ଭେ ନାବୋତକୁ ହତ୍ୟା କରିଛ ଓ ତା’ର ଦ୍ରାକ୍ଷାକ୍ଷେତ୍ରକୁ ଅଧିକାର କରିଅଛ, ମୁଁ ସଦାପ୍ରଭୁ କହୁଅଛି, ଯେଉଁ ସ୍ଥାନରେ ନାବୋତର ମୃତ୍ୟୁ ହୋଇଛି, ସେହି ସ୍ଥାନରେ ତୁମ୍ଭର ମୃତ୍ୟୁ ହେବ। କୁକୁରମାନେ ନାବୋତର ରକ୍ତକୁ ଯେଉଁ ସ୍ଥାନରେ ଗ୍ଭଟି ଖାଇଥିଲେ, ସେହି ସ୍ଥାନରେ ତୁମ୍ଭର ରକ୍ତ ମଧ୍ୟ ଗ୍ଭଟିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍‍ କରିଅଛ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”
Odia IRV 2017 (ଓଡିଆ ବାଇବେଲ)