1 Kings 21:2 — Compare Translations
5 translations compared side by side
Odia - 1840
"ଦିନେ ନାବୋତକୁ ରାଜା ଆହାବ୍ ଡାକି କହିଲେ, ମାେତେ ତୁମ୍ଭର ଏହି ଦ୍ରାକ୍ଷାକ୍ଷେତ୍ରଟି ଦିଅ, ମୁଁ ସେଥି ରେ ପନିପରିବା କରିବି। କାରଣ ଏହା ମାେ ପ୍ରାସାଦ ନିକଟରେ ଅଛି। ଏହି କ୍ଷେତ୍ର ବଦଳ ରେ ମୁଁ ତୁମ୍ଭକୁ ଏକ ଭଲ ଦ୍ରାକ୍ଷାକ୍ଷେତ୍ର ଦବେି। ନଚେତ୍ ତୁମ୍ଭେ ଯଦି ଇଚ୍ଛା କରିବ, ତବେେ ମୁଁ ଏହାର ମୂଲ୍ଯ ରେ ୗପ୍ୟ-ମୁଦ୍ରା ଆକାର ରେ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆହାବ ନାବୋତକୁ କହିଲେ, ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଅବା ତୁମ୍ଭକୁ ଭଲ ଦିଶିଲେ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ନାବୋତକୁ ରାଜା ଆହାବ ଡାକି କହିଲେ, “ମୋତେ ତୁମ୍ଭର ଏହି ଦ୍ରାକ୍ଷାକ୍ଷେତ୍ରଟି ଦିଅ, ମୁଁ ସେଥିରେ ପନିପରିବା କରିବି। କାରଣ ଏହା ମୋ’ ପ୍ରାସାଦ ନିକଟରେ ଅଛି। ଏହି କ୍ଷେତ୍ର ବଦଳରେ ମୁଁ ତୁମ୍ଭକୁ ଏକ ଭଲ ଦ୍ରାକ୍ଷାକ୍ଷେତ୍ର ଦେବି। ନଚେତ୍ ତୁମ୍ଭେ ଯଦି ଇଚ୍ଛା କରିବ, ତେବେ ମୁଁ ଏହାର ମୂଲ୍ୟରୌପ୍ୟ-ମୁଦ୍ରା ଆକାରରେ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋ’ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”