1 Kings 21:20 — Compare Translations

5 translations compared side by side

Odia - 1840
"ଏଲିଯ ଆହାବ୍ଙ୍କ ନିକଟକୁ ଗଲେ, ଆହାବ୍ ଏଲିଯଙ୍କୁ କହିଲେ, ତୁମ୍ଭେ ପୁଣି ମାେତେ ଦଖାେ ଦଲେ, ତୁମ୍ଭେ ସର୍ବଦା ମାରେ ବିରୁଦ୍ଧ ରେ ରହିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆହାବ ଏଲୀୟଙ୍କୁ କହିଲେ, ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ? ତହୁଁ ସେ ଉତ୍ତର କଲେ, ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ଆହାବଙ୍କ ନିକଟକୁ ଗଲେ, ଆହାବ ଏଲିୟଙ୍କୁ କହିଲେ, “ତୁମ୍ଭେ ପୁଣି ମୋତେ ଦେଖା ଦେଲ, ତୁମ୍ଭେ ସର୍ବଦା ମୋର ବିରୁଦ୍ଧରେ ରହିଛ।” ଏଲିୟ ଉତ୍ତର କଲେ, “ହଁ, ମୁଁ ପୁଣି ତୁମ୍ଭକୁ ଦେଖାଦେଲି, ଯେହେତୁ ତୁମ୍ଭେ ଜୀବନସାରା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକର୍ମ କରି ଗ୍ଭଲିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ’ଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।