1 Kings 21:22 — Compare Translations
5 translations compared side by side
Odia - 1840
"ତୁମ୍ଭର ପରିବାର ଭାଗ୍ଯ ସହେିଭଳି ହବେ, ନବାଟର ପୁତ୍ର ୟାରବିଯାମର ବଂଶ ତୁଲ୍ଯ ଓ ଅହିଯ ପୁତ୍ର ବାଶାର ବଂଶ ତୁଲ୍ଯ ସମ୍ପୂର୍ଣ୍ଣ ଧ୍ବଂସ କରିବି। କାରଣ ତୁମ୍ଭେ ତୁମ୍ଭର ପାପକର୍ମଦ୍ବାରା ମାେତେ ବିରକ୍ତ କରିଅଛ ଓ ଇଶ୍ରାୟେଲର ଲୋକମାନଙ୍କୁ ପାପ କରାଇଅଛ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ଵାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପରିବାରର ଭାଗ୍ୟ ସେହି ଭଳି ହେବ, ନବାଟର ପୁତ୍ର ଯାରବିୟାମର ବଂଶ ତୁଲ୍ୟ ଓ ଅହିୟର ପୁତ୍ର ବାଶାର ବଂଶ ତୁଲ୍ୟ ସମ୍ପୂର୍ଣ୍ଣ ଧ୍ୱଂସ କରିବି। କାରଣ ତୁମ୍ଭେ ତୁମ୍ଭର ପାପକର୍ମଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲର ଲୋକମାନଙ୍କୁ ପାପ କରାଇଅଛ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।