1 Kings 21:23 — Compare Translations
5 translations compared side by side
Odia - 1840
"ଆଉ ସଦାପ୍ରଭୁ କହିଲେ, 'ତୁମ୍ଭର ପତ୍ନୀ ଈଷବଲରେ ମୃତ ଶରୀରକୁ ନଗରର କାନ୍ଥ ନିକଟରେ ଗୋଟିଏ ଭୂମି ୟିଷ୍ରିଯଲେ ନଗରର କୁକୁରମାନେ ଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍କୁ ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ କହିଲେ, ‘ତୁମ୍ଭର ପତ୍ନୀ ଈଷେବଲର ମୃତ ଶରୀରକୁ ନଗରର କାନ୍ଥ ନିକଟରେ ଗୋଟିଏ ଭୂମି ଯିଷ୍ରିୟେଲ ନଗରର କୁକୁରମାନେ ଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍କୁ ଖାଇବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍କୁ ଖାଇବେ।”