1 Kings 21:24 — Compare Translations
5 translations compared side by side
Odia - 1840
"ଆହାବ୍ର ଯେଉଁ ଲୋକ ନଗର ରେ ମରିବ, କୁକୁରମାନେ ତାକୁ ଖାଇବେ ଓ ଯେଉଁ ଲୋକ କ୍ଷେତ୍ର ରେ ମରିବ, ଆକାଶର ପକ୍ଷୀମାନେ ତାକୁ ଖାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବର ଯେଉଁ ଲୋକ ନଗରରେ ମରିବ, କୁକୁରମାନେ ତାକୁ ଖାଇବେ ଓ ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀମାନେ ତାକୁ ଖାଇବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।
Odia IRV 2017 (ଓଡିଆ ବାଇବେଲ)
ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।