1 Kings 21:25 — Compare Translations
5 translations compared side by side
Odia - 1840
"ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ଵାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ନିଜର ପତ୍ନୀ ଈଷେବଲ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ଯେତେ ମନ୍ଦକର୍ମ କଲେ, ସେପରି ଆଉ କେହି କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।