1 Kings 21:26 — Compare Translations

5 translations compared side by side

Odia - 1840
"ଆହାବ୍ ପ୍ରତିମାଗଣଙ୍କୁ ଉପାସନା କରି ଇ ମାରେୀଯମାନଙ୍କ ପରି ଅତିଶଯ ପାପ କଲେ। ତେଣୁ ସଦାପ୍ରଭୁ ସମାନଙ୍କେର ସମସ୍ତ ଭୂମି ନଇେ ଇଶ୍ରାୟେଲୀୟମାନଙ୍କୁ ଦଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ପ୍ରତିମାଗଣକୁ ଉପାସନା କରି ଇମୋରୀୟମାନଙ୍କ ପରି ଅତିଶୟ ପାପ କଲେ। ତେଣୁ ସଦାପ୍ରଭୁ ସେମାନଙ୍କର ସମସ୍ତ ଭୂମି ନେଇ ଇସ୍ରାଏଲୀୟମାନଙ୍କୁ ଦେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।