1 Kings 21:27 — Compare Translations
5 translations compared side by side
Odia - 1840
"ଆହାବ୍ ଏହିକଥା ଶୁଣି ଅତ୍ଯନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ବରୂପ ଅଖା ପିନ୍ଧି ଉପବାସ କରି ଅଖା ରେ ଶାଇେଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି ଧୀରେ ଧୀରେ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ଏହିକଥା ଶୁଣି ଅତ୍ୟନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ୱରୂପ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।