1 Kings 21:29 — Compare Translations
5 translations compared side by side
Odia - 1840
"ଆହାବ୍ ତା'ର କୁକର୍ମ ବିଷଯ ରେ ଅନୁତାପ କରି ମାେ ସମ୍ମୁଖ ରେ ନିଜକୁ ନମ୍ର କଲା। ତୁମ୍ଭେ ଏହା ଦେଖୁଅଛ। ଏହି ହତେୁ ମୁଁ ବର୍ତ୍ତମାନ ତା'ର ଜୀବନ ରେ କିଛି ଅମଙ୍ଗଳ ଘଟାଇବାକୁ ଯାଉ ନାହିଁ। ତା'ର ପୁତ୍ର ରାଜା ହବୋ ପର୍ୟ୍ଯନ୍ତ ଅପେକ୍ଷା କରିବି ଏବଂ ତା'ପରେ ତା'ର ପରିବାର ପ୍ରତି ବିପର୍ୟ୍ଯଯ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁରୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା ।
Odia Bible ERV 2004 (ପବିତ୍ର ବାଇବଲ)
“ଆହାବ ତା’ର କୁକର୍ମ ବିଷୟରେ ଅନୁତାପ କରି ମୋ’ ସମ୍ମୁଖରେ ନିଜକୁ ନମ୍ର କଲା। ତୁମ୍ଭେ ଏହା ଦେଖୁଅଛ। ଏହି ହେତୁ ମୁଁ ବର୍ତ୍ତମାନ ତା’ର ଜୀବନରେ କିଛି ଅମଙ୍ଗଳ ଘଟାଇବାକୁ ଯାଉ ନାହିଁ। ତା’ର ପୁତ୍ର ରାଜା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବି ଏବଂ ତା’ପରେ ତା’ର ପରିବାର ପ୍ରତି ବିପର୍ଯ୍ୟୟ ଆଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”
Odia IRV 2017 (ଓଡିଆ ବାଇବେଲ)