1 Kings 21:3 — Compare Translations

5 translations compared side by side

Odia - 1840
"ନାବୋତ ଆହାବ୍ଙ୍କୁ କହିଲେ, ମୁଁ କବେେ ହେଲେ ମାରେ ପୈତୃକ ଭୂମିକୁ ତୁମ୍ଭକୁ ଦବେି ନାହିଁ, ଏହା ପରମେଶ୍ବର ମନା ନକରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ନାବୋତ ଆହାବଙ୍କୁ କହିଲା, ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ନାବୋତ ଆହାବଙ୍କୁ କହିଲେ, “ମୁଁ କେବେହେଲେ ମୋର ପୈତୃକ ଭୂମିକୁ ତୁମ୍ଭକୁ ଦେବି ନାହିଁ, ଏହା ପରମେଶ୍ୱର ମନା ନ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”