1 Kings 21:4 — Compare Translations

5 translations compared side by side

Odia - 1840
"ନାବୋତଙ୍କ କଥା ଆହାବ୍ଙ୍କୁ ବହୁତ ବାଧିଲା। ସେ ଅସନ୍ତୁଷ୍ଟ ହେଲେ ଓ ରାଗିଗଲେ। କାରଣ ନାବୋତ ତାଙ୍କର, ପୈତୃକ ସମ୍ପତ୍ତି ଦବେେ ନାହିଁ ବୋଲି ମନା କଲେ। ତେଣୁ ଏପରି ଖରାପ ମିଜାସ ରେ ସେ ଘରକୁ ଫରେିଲେ। ଏଣୁ ଆହାବ୍ ନ ଖାଇ ନ ପିଇ ଶୟ୍ଯା ରେ ପଡି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ । ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନାବୋତଙ୍କ କଥା ଆହାବଙ୍କୁ ବହୁତ ବାଧିଲା। ସେ ଅସନ୍ତୁଷ୍ଟ ହେଲେ ଓ ରାଗିଗଲେ। କାରଣ ନାବୋତ ତାଙ୍କର, “ପୈତୃକ ସମ୍ପତ୍ତି ଦେବେ ନାହିଁ ବୋଲି ମନା କଲେ।” ତେଣୁ ଏପରି ଖରାପ ମିଜାସରେ ସେ ଘରକୁ ଫେରିଲେ। ଏଣୁ ଆହାବ ନ ଖାଇ ନ ପିଇ ଶଯ୍ୟାରେ ପଡ଼ି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
Odia IRV 2017 (ଓଡିଆ ବାଇବେଲ)