1 Kings 21:5 — Compare Translations

5 translations compared side by side

Odia - 1840
"ଆହାବ୍ଙ୍କ ପତ୍ନୀ ଈଷବଲେ ତାଙ୍କ ନିକଟକୁ ୟାଇ ତାଙ୍କୁ କହିଲେ, ତୁମ୍ଭେ କାହିଁକି ଏତେ ଦୁଃଖିତ ଓ କାହିଁକି ଭୋଜନ କରୁନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ଆହାବଙ୍କ ପତ୍ନୀ ଈଷେବଲ ତାଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, “ତୁମ୍ଭେ କାହିଁକି ଏତେ ଦୁଃଖିତ ଓ କାହିଁକି ଭୋଜନ କରୁ ନାହଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍‍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍‍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ?”