1 Kings 21:7 — Compare Translations

5 translations compared side by side

Odia - 1840
"ତାଙ୍କର ପତ୍ନୀ ଈଷବଲେ ତାଙ୍କୁ କହିଲେ, ତୁମ୍ଭେ କ'ଣ ଇଶ୍ରାୟେଲର ରାଜା ନୁହଁ? ଉଠ, ଭୋଜନ କର ଓ ତୁମ୍ଭର ମନ ଓ ଶରୀର ପୁଲକିତ ହେଉ। ମୁଁ ତୁମ୍ଭକୁ ୟିଷ୍ରିଯଲେୀଯ ନାବୋତର ଦ୍ରାକ୍ଷାକ୍ଷେତ୍ର ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ଵ କରୁନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ପତ୍ନୀ ଈଷେବଲ ତାଙ୍କୁ କହିଲେ, “ତୁମ୍ଭେ କ’ଣ ଇସ୍ରାଏଲର ରାଜା ନୁହଁ? ଉଠ, ଭୋଜନ କର ଓ ତୁମ୍ଭର ମନ ଓ ଶରୀର ପୁଲକିତ ହେଉ। ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କ’ଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”