1 Kings 21:8 — Compare Translations
5 translations compared side by side
Odia - 1840
"ତହୁଁ ଈଷବଲେ ଆହାବ୍ଙ୍କ ନାମ ରେ ପତ୍ର ଲେଖି ତାଙ୍କର ମାହେର ମାରି ନାବୋତ ନଗରସ୍ଥ ଓ ତାହାର ପ୍ରାଚୀନଗଣଙ୍କ ପାଖରୁ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସହେି ପତ୍ର ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଈଷେବଲ ଆହାବଙ୍କ ନାମରେ ପତ୍ର ଲେଖି ତାଙ୍କର ମୋହର ମାରି ନାବୋତ ନଗରସ୍ଥ ପ୍ରାଚୀନଗଣଙ୍କ ପାଖକୁ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।