1 Kings 21:9 — Compare Translations

5 translations compared side by side

Odia - 1840
"ସହେି ପତ୍ର ରେ ସେ ଏହା ଲେଖିଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ପତ୍ରରେ ସେ ଏହା ଲେଖିଥିଲେ: “ଗୋଟିଏ ଉପବାସର ଦିନ ଘୋଷଣା କର ଓ ସମସ୍ତ ଲୋକଙ୍କୁ ଏକ ସଭାରେ ଏକତ୍ରିତ କର। ଆଉ ସେହି ସଭାରେ ଆମ୍ଭେମାନେ ନାବୋତ ବିଷୟରେ ବିଗ୍ଭର କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;