1 Kings 22:1 — Compare Translations

5 translations compared side by side

Odia - 1840
"ଅନନ୍ତର ପରବର୍ତ୍ତୀ ଦୁଇବର୍ଷ ପର୍ୟ୍ଯନ୍ତ ଇଶ୍ରାୟେଲ ଓ ଅରାମ ମଧିଅରେ ଶାନ୍ତି ବିରାଜମାନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷା; ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖାୟ ଆହାବଙ୍କୁ ସତର୍କ କରନ୍ତି ଅନନ୍ତର ପରବର୍ତ୍ତୀ ଦୁଇ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ଓ ଅରାମ ମଧ୍ୟରେ ଶାନ୍ତି ବିରାଜମାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।