1 Kings 22:10 — Compare Translations

5 translations compared side by side

Odia - 1840
"ସହେି ସମୟରେ ଇଶ୍ରାୟେଲର ରାଜା ଆହାବ୍ ଓ ଯିହୁଦାର ରାଜା ୟିହୋଶାଫଟ୍ ନିଜ ନିଜର ରାଜ ପୋଷାକ ପରିଧାନ କରି ଶମରିଯାର ପ୍ରବେଶଦ୍ବାର ନିକଟବର୍ତ୍ତୀ ମଲୋ ରେ ନିଜ ନିଜ ସିଂହାସନ ରେ ବସିଥିଲେ ଓ ସମାନଙ୍କେ ସମ୍ମୁଖ ରେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯଦ୍ବାଣୀ ପ୍ରଗ୍ଭର କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ଵାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଇସ୍ରାଏଲର ରାଜା ଆହାବ ଓ ଯିହୁଦାର ରାଜା ଯିହୋଶାଫଟ୍ ନିଜ ନିଜର ରାଜ ପୋଷାକ ପରିଧାନ କରି ଶମରିୟାର ପ୍ରବେଶଦ୍ୱାର ନିକଟବର୍ତ୍ତୀ ମଲୋରେ ନିଜ ନିଜ ସିଂହାସନରେ ବସିଥିଲେ ଓ ସେମାନଙ୍କ ସମ୍ମୁଖରେ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।