1 Kings 22:11 — Compare Translations

5 translations compared side by side

Odia - 1840
"କନାନାର ପୁତ୍ର ସିଦିକିଯ ଜଣେ ଭବିଷ୍ଯଦ୍ବକ୍ତା ଲୌହମଯ ଶିଙ୍ଗମାନ ନିର୍ମାଣ କରି ଆହାବ୍ଙ୍କୁ କହିଲା, ସଦାପ୍ରଭୁ କହନ୍ତି, 'ତୁମ୍ଭେ ଏହି ଲୌହମଯ ଶିଙ୍ଗ ୟୁଦ୍ଧ ରେ ବ୍ଯବହାର କରିବ ଏବଂ ତୁମ୍ଭେ ଅରାମର ସମସ୍ତ ସୈନ୍ଯମାନଙ୍କୁ ସଂହାର କରିବ ଏବଂ ଜଯଲାଭ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କାନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ଵାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
କନାନାର ପୁତ୍ର ସିଦିକିୟ ଜଣେ ଭବିଷ୍ୟ‌ଦ୍‌ବକ୍ତା ଲୌହମୟ ଶିଙ୍ଗମାନ ନିର୍ମାଣ କରି ଆହାବଙ୍କୁ କହିଲା, “ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଏହି ଲୌହମୟ ଶିଙ୍ଗ ଯୁଦ୍ଧରେ ବ୍ୟବହାର କରିବ ଏବଂ ତୁମ୍ଭେ ଅରାମର ସମସ୍ତ ସୈନ୍ୟମାନଙ୍କୁ ସଂହାର କରିବ ଏବଂ ଜୟଲାଭ କରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”