1 Kings 22:12 — Compare Translations
5 translations compared side by side
Odia - 1840
"ଅନ୍ୟ ସମସ୍ତ ଭବିଷ୍ଯଦ୍ବକ୍ତା ତାଙ୍କ ସହିତ ଏକମତ ହାଇେ କହିଲେ, ରାମାେତ୍-ଗିଲିଯଦ୍କୁ ୟାଅ ଓ ଅରାମୀଯ ସୈନ୍ଯବାହୀନି ବିରୁଦ୍ଧ ରେ ୟୁଦ୍ଧ ରେ ଜଯଲାଭ କର। କାରଣ ସଦାପ୍ରଭୁ ତୁମ୍ଭ ହସ୍ତ ରେ ସମାନଙ୍କେୁ ପରାସ୍ତ କରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ସମସ୍ତ ଭବିଷ୍ୟଦ୍ବକ୍ତା ତାଙ୍କ ସହିତ ଏକମତ ହୋଇ କହିଲେ, “ରାମୋତ୍-ଗିଲିୟଦ୍କୁ ଯାଅ ଓ ଅରାମୀୟ ସୈନ୍ୟବାହିନୀ ବିରୁଦ୍ଧରେ ଯୁଦ୍ଧରେ ଜୟଲାଭ କର। କାରଣ ସଦାପ୍ରଭୁ ତୁମ୍ଭ ହସ୍ତରେ ସେମାନଙ୍କୁ ପରାସ୍ତ କରାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୁପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”