1 Kings 22:13 — Compare Translations

5 translations compared side by side

Odia - 1840
"ଏହି ସମୟରେ ଆହାବ୍ଙ୍କ ଅଧିକାରୀ ମୀଖାଯଙ୍କ ନିକଟକୁ ୟାଇ କହିଲା, ସମସ୍ତ ଭବିଷ୍ଯଦ୍ବକ୍ତା ଏକ ମୁଖ ରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଛନ୍ତି। ତେଣୁ ମୁଁ ବିନଯ କରୁଛି ତୁମ୍ଭେ ସମାନଙ୍କେ ପରି ମଙ୍ଗଳ ବାକ୍ଯ ରାଜାଙ୍କ ସପକ୍ଷ ରେ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଆହାବଙ୍କ ଅଧିକାରୀ ମୀଖାୟଙ୍କ ନିକଟକୁ ଯାଇ କହିଲା, “ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଛନ୍ତି। ତେଣୁ ମୁଁ ବିନୟ କରୁଛି ତୁମ୍ଭେ ସେମାନଙ୍କ ପରି ମଙ୍ଗଳର ବାକ୍ୟ ରାଜାଙ୍କ ସପକ୍ଷରେ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
Odia IRV 2017 (ଓଡିଆ ବାଇବେଲ)