1 Kings 22:14 — Compare Translations

5 translations compared side by side

Odia - 1840
"ତହୁଁ ମୀଖାଯ କହିଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଅଛନ୍ତି, ମୁଁ ଶପଥ କରୁଛି ସଦାପ୍ରଭୁ ଯାହା କହିବେ ମୁଁ ତାହା ହିଁ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୀଖାୟ କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୀଖାୟ କହିଲେ, “ଯେପର୍ଯ୍ୟନ୍ତ ସଦାପ୍ରଭୁ ଅଛନ୍ତି, ମୁଁ ଶପଥ କରୁଛି ସଦାପ୍ରଭୁ ଯାହା କହିବେ ମୁଁ ତାହା ହିଁ କହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”