1 Kings 22:15 — Compare Translations

5 translations compared side by side

Odia - 1840
"ତା'ପରେ ମୀଖାଯ ରାଜାଙ୍କ ସମ୍ମୁଖ ରେ ଛିଡା ହେଲେ ଓ ରାଜା ଆହାବ୍ ତାଙ୍କୁ ପଚାରିଲେ, ମୀଖାଯ, ଆମ୍ଭମାନେେ ୟୁଦ୍ଧ କରିବାକୁ ରାମାେତ୍-ଗିଲିଯଦକୁ ୟିବା ଉଚିତ୍ କି କ୍ଷାନ୍ତ ହବୋ ଉଚିତ୍?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷା; ହେବା? ତହିଁରେ ସେ ଉତ୍ତର କଲା, ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୀଖାୟ ରାଜାଙ୍କ ସମ୍ମୁଖରେ ଛିଡ଼ା ହେଲେ ଓ ରାଜା ଆହାବ ତାଙ୍କୁ ପଗ୍ଭରିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବାକୁ ରାମୋତ୍-ଗିଲିୟଦକୁ ଯିବା ଉଚିତ୍ କି କ୍ଷାନ୍ତ ହେବା ଉଚିତ୍?” ତହୁଁ ମୀଖାୟ ଉତ୍ତର କଲେ, “ଆପଣ ଯୁଦ୍ଧ କରନ୍ତୁ ସଦାପ୍ରଭୁ ଆପଣଙ୍କୁ ଜୟ କରାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
Odia IRV 2017 (ଓଡିଆ ବାଇବେଲ)