1 Kings 22:18 — Compare Translations
5 translations compared side by side
Odia - 1840
"ଆହାବ୍ ଯିହାଶାଫେଟ୍ଙ୍କୁ କହିଲେ, ଦେଖ, ମୁଁ କଣ କହି ନଥିଲି, ମୀଖାଯ କବେେ ଅମଙ୍ଗଳ ବିନା ମଙ୍ଗଳକର ଭବିଷ୍ଯଦ୍ବାଣୀ ମାେ ବିଷଯ ରେ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ଯିହୋଶାଫଟଙ୍କୁ କହିଲେ, “ଦେଖ, ମୁଁ କ’ଣ କହି ନ ଥିଲି, ମୀଖାୟ କେବେ ଅମଙ୍ଗଳ ବିନା ମଙ୍ଗଳକର ଭବିଷ୍ୟଦ୍ବାଣୀ ମୋ’ ବିଷୟରେ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”