1 Kings 22:19 — Compare Translations
5 translations compared side by side
Odia - 1840
"ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୀଖାୟ କହିଲା, ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ଵର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୀଖାୟ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ, “ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ଦୂତମାନେ ଉଭା ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”