1 Kings 22:2 — Compare Translations

5 translations compared side by side

Odia - 1840
"ତତ୍ପରେ ତୃତୀୟ ବର୍ଷ ରେ ଯିହୁଦାର ରାଜା ୟିହୋଶାଫଟ, ଇଶ୍ରାୟେଲର ରାଜା ଆହାବ୍ଙ୍କୁ ସାକ୍ଷାତ କରିବାକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍, ଇସ୍ରାଏଲର ରାଜା ଆହାବଙ୍କୁ ସାକ୍ଷାତ କରିବାକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।