1 Kings 22:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, 'ତୁମ୍ଭମାନଙ୍କ ମଧ୍ଯରୁ କିଏ ରାଜା ଆହାବ୍କୁ କୁମନ୍ତ୍ରଣା ଦବୋକୁ ୟିବ, ସେ ଯେପରି ରାମାେତ୍-ଗିଲିଯଦ୍କୁ ୟାଇ ଅରାମୀଯ ବିରୁଦ୍ଧ ରେ ୟୁଦ୍ଧ କରି ମୃତ୍ଯୁବରଣ କରିବ।' ଏଥି ରେ କହେି ସ୍ବର୍ଗଦୂତଗଣ ଏକମତ ହେଲେ ନାହିଁ, ସମାନଙ୍କେର କଣ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ କହିଲେ, ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ? ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, ‘ତୁମ୍ଭମାନଙ୍କ ମଧ୍ୟରୁ କିଏ ରାଜା ଆହାବକୁ କୁମନ୍ତ୍ରଣା ଦେବାକୁ ଯିବ, ସେ ଯେପରି ରାମୋତ୍-ଗିଲିୟ‌ଦ୍‌କୁ ଯାଇ ଅରାମୀୟ ବିରୁଦ୍ଧରେ ଯୁଦ୍ଧ କରି ମୃତ୍ୟୁବରଣ କରିବ।’ ଏଥିରେ କେହି ସ୍ୱର୍ଗଦୂତଗଣ ଏକମତ ହେଲେ ନାହିଁ, ସେମାନଙ୍କର କ’ଣ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।