1 Kings 22:23 — Compare Translations

5 translations compared side by side

Odia - 1840
"ମୀଖାଯ ଶଷେ ରେ କହିଲେ, ଦେଖ, ସଦାପ୍ରଭୁ ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ମିଥ୍ଯା କୁହାଇଛନ୍ତି। ସଦାପ୍ରଭୁ ତୁମ୍ଭ ଉପରେ ଏକ ବଡ ବିପତ୍ତି ଆଣିବାକୁ ନିଷ୍ପତ୍ତି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖାୟ ଶେଷରେ କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭର ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ମିଥ୍ୟା କୁହାଇଛନ୍ତି। ସଦାପ୍ରଭୁ ତୁମ୍ଭ ଉପରେ ଏକ ବଡ଼ ବିପତ୍ତି ଆଣିବାକୁ ନିଷ୍ପତ୍ତି କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”