1 Kings 22:26 — Compare Translations

5 translations compared side by side

Odia - 1840
"ଆହାବ୍, ମୀଖାଯକୁ ବନ୍ଦୀ କରିବାକୁ ଜଣେ ଅଧ୍ଯକ୍ଷକୁ ଆଦେଶ ଦେଲେ ଏବଂ ତାକୁ ଆମାନରେ ନଗରାଧ୍ଯକ୍ଷ ଓ ୟୁବରାଜ ଯୋୟାଶର ନକଟକୁ ନଇେ ୟିବାକୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲର ରାଜା କହିଲେ, ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନର ଓ ରାଜପୁତ୍ର ଯୋୟାଶର ନିକଟକୁ ଫେରାଇ ନେଇଯାଅ;
Odia Bible ERV 2004 (ପବିତ୍ର ବାଇବଲ)
ଆହାବ, “ମୀଖାୟକୁ ବନ୍ଦୀ କରିବାକୁ ଜଣେ ଅଧ୍ୟକ୍ଷକୁ ଆଦେଶ ଦେଲେ ଏବଂ ତାକୁ ଆମୋନର ନଗରାଧ୍ୟକ୍ଷ ଓ ଯୁବରାଜ ଯୋୟାଶର ନିକଟକୁ ନେଇ ଯିବାକୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;