1 Kings 22:27 — Compare Translations

5 translations compared side by side

Odia - 1840
"ସମାନଙ୍କେୁ କହିବ ମୁଁ ୟୁଦ୍ଧରୁ ନିରାପଦ ରେ ଫରେିବା ପର୍ୟ୍ଯନ୍ତ ମୀଖାଯକୁ କାରାଗାର ରେ ରଖିବେ ଓ କିଛି ନଦଇେ ରୋଟୀ ଓ ପାଣି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ କହିବ ମୁଁ ଯୁଦ୍ଧରୁ ନିରାପଦରେ ଫେରିବା ପର୍ଯ୍ୟନ୍ତ ମୀଖାୟକୁ କାରାଗାରରେ ରଖିବେ ଓ କିଛି ନ ଦେଇ ରୋଟୀ ଓ ପାଣି ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ ।”