1 Kings 22:28 — Compare Translations

5 translations compared side by side

Odia - 1840
"ତହିଁରେ ମୀଖାଯ ଉଚ୍ଚସ୍ବର ରେ କହିଲେ, ତୁମ୍ଭମାନେେ ସମସ୍ତେ ଶୁଣ, ଯଦି ରାଜା ଆହାବ୍ କୁଶଳ ରେ ୟୁଦ୍ଧ କ୍ଷେତ୍ରରୁ ଫରେି ଆ ସେ, ତବେେ ସଦାପ୍ରଭୁ ମାେତେ ବାର୍ତ୍ତା ଦଇେ ନାହାଁନ୍ତି ବୋଲି ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୀଖାୟ କହିଲା, ଯେବେ ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ଵାରା କହି ନାହାନ୍ତି । ଆହୁରି ସେ କହିଲା, ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ମୀଖାୟ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ସମସ୍ତେ ଶୁଣ, ଯଦି ରାଜା ଆହାବ କୁଶଳରେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସେ, ତେବେ ସଦାପ୍ରଭୁ ମୋତେ ବାର୍ତ୍ତା ଦେଇ ନାହାନ୍ତି ବୋଲି ଜାଣିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”